Browsing Tag

Nabarangpur District

ନବରଙ୍ଗପୁର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ, କୋଭିଡ ସ୍ଥିତିର ସମୀକ୍ଷା

ନବରଙ୍ଗପୁର - ନବରଙ୍ଗପୁର ଜିଲ୍ଲାରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି । ସମୀକ୍ଷା କଲା ପରେ ଏହା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । କୋରୋନା ସଂକ୍ରମଣ ଏବେ ୨୦ ପ୍ରତିଶତରୁ ଖସି ୧୩ ପ୍ରତିଶତରେ ପହଂଚିଛି । ଜିଲ୍ଲାରେ ଦିନକୁ ୬ ଶହ ଲୋକଙ୍କ ଆରଟି-ପିସିଆର୍ ଟେଷ୍ଟ କରାଯିବା…

ନବରଙ୍ଗପୁର ଜିଲ୍ଲାରେ ବିଜେଡିର ମିଶ୍ରଣ ପର୍ବ, ବିଜେପି ଓ କଂଗ୍ରସର ତିନି ହଜାର କର୍ମୀ ଦଳରେ ମିଶିଲେ

ନବରଙ୍ଗପୁର- ନବରଙ୍ଗପୁର ଜିଲ୍ଲାର କଂଗ୍ରେସ ଓ ବିଜେପିର ହଜାର ହଜାର କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ରାଇଘର ମିନି ଷ୍ଟାଡିୟମରେ ଆୟୋଜିତ ମିଶ୍ରଣ ପର୍ବରେ କଂଗ୍ରେସ ଓ ବିଜେପିର କର୍ମୀମାନେ ବିଜେଡିରେ ଯୋଗ ଦେଇଥିଲେ । କଂଗ୍ରେସର ତିନି ଥର ବିଧାୟକ ପ୍ରାର୍ଥୀ…