Browsing Tag

Naveen Patnaik

୧୧ଟି ଜିଲ୍ଲାରେ ୨୨ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ‘ମେକ ଇନ ଓଡିଶା’ ଅଭିଯାନକୁ ଆହୁରି ବଳ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ୨୨ଟି ଶିଳ୍ପ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । କୋଭିଡ-୧୯ ମହାମାରୀ ସତ୍ତ୍ୱେ ଓଡିଶା ପୁଂଜି ବିନିଯୋଗ ପାଇଁ ପସନ୍ଦଯୋଗ୍ୟ ସ୍ଥାନ ପାଲଟିଛି । ଶିଳ୍ପ…

ଆସନ୍ତା ୧୬ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରିବେ

ରାଉରକେଲା –ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୬ ତାରିଖରେ ରାଉରକେଲା ଗସ୍ତ କରିବେ । ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସ୍ଥାନୀୟ ଅଂଚଳରେ ଉତ୍ସାହ…

CM Visits Ramadevi University

Bhubaneswar: Odisha Chief Minister Naveen Patnaik visited Ramadevi University here today and unveiled major projects for the infrastructure development of the varsity. The Chief Minister inaugurated new academic block, library and hostel…

ତୋଷାଳି ମେଳା ପାଇଁ କାରିଗର ଓ ବୁଣାକାରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ମହାମାରୀ ସତ୍ତତ୍ତ୍ୱ ତୋଷାଳି ମେଳାରେ ରାଜ୍ୟର ହସ୍ତତନ୍ତ ଓ ହସ୍ତଶିଳ୍ପର ସମୃଦ୍ଧ ପରମ୍ପରାକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରାଯାଇପାରିଛି । ଏଥିପାଇଁ କାରିଗର ଓ ବୁଣାକାରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ସେମାନଙ୍କ କାରିଗରୀ ଦକ୍ଷତା,…

ଝଲସିଲା କଟକ-ପୁରୀ ବାଇପାସ୍‌ ରୋଡ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ…

ଦୁର୍ନୀତି ବିରୋଧରେ ଜିରୋ ଟଲେରାନ୍ସ, ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ବର୍ଷକରେ ବିଦା ହେଲେଣି ୧୧୩

ଭୁବନେଶ୍ୱର- ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଜାରି ରହିଛି । ଆଜି ଆଉ ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କୁ ବାଧ୍ୟତାମୂଳକ ଅବସର…

ସଂସଦର ବଜେଟ ଅଧିବେଶନ : ଏମଏସପି, ସ୍ୱତନ୍ତ୍ର ରାଜ୍ୟପାହ୍ୟା ଓ ଜିଏସଟି ଭଳି ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର- ସଂସଦର ଆସନ୍ତା ବଜେଟ ଅଧିବେଶନରେ ଏମଏସପି, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା, ଜିଏସଟି ପ୍ରସଙ୍ଗ ଉଠାଇବ ବିଜେଡି । ଆଜି ବସିଥିବା ବିଜେଡି ସଂସଦୀୟ ଦଳର ବୈଠକରେ ଏହି ସବୁ ନିଷ୍ପତ୍ତି ନିଆଯାଇଛି । ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ବୈଠକରେ ଅଧ୍ୟକ୍ଷତା…