Browsing Tag

Navjot Singh Sidhu.

ରୋଡ୍ ରେଜ୍ ମାମଲାରେ ସିଦ୍ଧୁଙ୍କୁ ଝଟକା, ଏକ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କୁ ଲାଗିଛି ବଡ଼ ଝଟକା । ୧୯୮୮ ମସିହାର ଏକ ରୋଡ୍ ରେଜ୍ ମାମଲାରେ ସିଦ୍ଧୁଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ସୁପ୍ରିମକୋର୍ଟ। ପୂର୍ବରୁ ଏହି ମାମଲାରେ ନବଜୋତ ସିଂ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ…