ପରୀ ମାମଲାରେ ସିବିଆଇକୁ ସୁପ୍ରିମକୋର୍ଟଙ୍କ ନୋଟିସ
ଭୁବନେଶ୍ୱର- ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ଯାଂଚ ଦାବି କରି ମାଆ ସୌଦାମିନୀ ସାହୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି । ସୌଦାମିନୀଙ୍କ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିବିଆଇକୁ ନୋଟିସ ଜାରି କରିଛନ୍ତି । ଜବାବ ଦାଖଲ ପାଇଁ ସିବିଆଇକୁ ନୋଟିସ…