Browsing Tag

NEET Results

ନିଟ୍ -୨୦୨୦ ଟପ୍ପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର- ନିଟ୍ -୨୦୨୦ରେ ଶତ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଥିବା ଓଡିଶାର ସୋଏବ ଅଫତାବଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ତାଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।