Browsing Tag

New Farmer Bill

କେନ୍ଦ୍ର ସରକାରଙ୍କୁ ଝଟକା, କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ – କେନ୍ଦ୍ର ସରକାରଙ୍କୁ ବଡ୍ ଝଟକା ଲାଗିଛି । କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । କେନ୍ଦ୍ର ସରକାରଙ୍କ ତିନିଟି ଯାକ କୃଷି ଆଇନ ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ କୃଷି ଆଇନ କା ର୍ଯ୍ୟକାରୀ ହୋଇପାରିବ ନାହିଁ ବୋଲି…