Browsing Tag

New Year Wish

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ୱର- ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଡିଜିପି ଅଭୟ । ନୂଆବର୍ଷ ସମସ୍ତଙ୍କ ପାଇଁ ଶୁଭଙ୍କର ଓ ମଙ୍ଗଳମୟ ହେଉ ବୋଲି ଡିଜିପି ଅଭୟ ତାଙ୍କ ବାର୍ତାରେ କହିଛନ୍ତି । pic.twitter.com/a3vGdgNqpQ — DGP, Odisha (@DGPOdisha) January 1, 2021

ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ବର୍ଷ ୨୦୨୧ରେ କୋରୋନା ସଂକଟ ଦୂର ହେବା ନେଇ ସେ ଆଶା ପ୍ରକାଶ କରିଛନ୍ତି । ରାଜ୍ୟର ଦ୍ରୁତ ପ୍ରଗତି ଓ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ…