Browsing Tag

NIA

ଜମ୍ମୁ କାଶ୍ମୀର: ସାଧାରଣ ନାଗରିକଙ୍କ ହତ୍ୟା ଘଟଣାର ତଦନ୍ତ କରିବ ଏନ୍ଆଇଏ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) କରିବ । ଲାଲ ବଜାରରେ ଔଷଧ ଦୋକାନୀ ମଖନ ଲାଲ ବିନ୍ଦ୍ରୁ ଏବଂ ଭେଲପୁରୀ ବିକାଳୀ ବିରେନ୍ଦ୍ର ପାସୱାନଙ୍କ ହତ୍ୟା ଘଟଣାର ଏନଆଇଏ ଅନୁସନ୍ଧାନ କରିବ,…