Browsing Tag

OBC Reservation

ଓବିିସି ସଂରକ୍ଷଣ ଓ ଜାତି ଭିତ୍ତିକ ଜନଗଣନା ପ୍ରସଙ୍ଗରେ କେନ୍ଦ୍ରକୁ ବିଜେଡି ସାଂସଦ ଅମର ପଟ୍ଟନାୟକଙ୍କ ସମାଲୋଚନା

ଭୁବନେଶ୍ୱର- ଓବିସି ସଂରକ୍ଷଣ ଓ ଜାତି ଭିତ୍ତିକ ଜନଗଣନା ପ୍ରସଙ୍ଗରେ ବିଜେଡି ରାଜ୍ୟସଭା ସଦସ୍ୟ ଅମର ପଟ୍ଟନାୟକ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି ଯେ, ବିଜେଡି ପାର୍ଲାମେଂଟରେ ଜାତି ଭିତ୍ତିକ ଜନଗଣନା ପାଇଁ ଦାବି କରିଥିଲେ ବି କେନ୍ଦ୍ର ରାଜି ହୋଇ ନଥିଲା ।…