Browsing Tag

Odisha Assembly

ଆଜିଠୁ ବିଧାନସଭାର ଶୀତ ଅଧିବେଶନ, ଅପରାହ୍ନରେ ଆଗତ ହେବ ୨୦୨୧-୨୨ ବର୍ଷର ଅତିରିକ୍ତ ବଜେଟ

ଭୁବନେଶ୍ୱର- ଆଜିଠାରୁ ଆରମ୍ଭ ହେଉଛି ଷୋଡଶ ବିଧାନସଭାର ଅଷ୍ଟମ ଅଧିବେଶନ । ଏହି ଶୀତକାଳୀନ ଅଧିବେଶନ ବେଶ୍ ସରଗରମ ହେବା ଆଶା କରାଯାଉଛି । ବିରୋଧୀ ବିଜେପି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଥିବା ବେଳେ ଶାସକ ଦଳ ମଧ୍ୟ ମୁକାବିଲା ପାଇଁ…

ବିଧାନସଭା ଅଧିବେଶନ ନେଇ ବାଚସ୍ପତିଙ୍କ ସର୍ବଦଳୀୟ ବୈଠକ

ଭୁବନେଶ୍ୱର- ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେଉଥିବା ବେଳେ ସେ ନେଇ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି । ବୈଠକ ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ଅଧିବେଶନରେ ଦିନକୁ ୫ ଘଂଟା ଗୃହକାର୍ଯ୍ୟ ଚାଲିବ । ପୂର୍ବାହ୍ନରେ ସାଢେ…