Browsing Tag

Odisha Government

ବାତ୍ୟା ମୁକାବିଲା ପାଇଁ ସଜାଗ ରାଜ୍ୟ ସରକାର, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ, ସାପ୍ତାହିକ ରବିବାର ଛୁଟି ବାତିଲ

ଭୁବନେଶ୍ୱର- ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଜାଗ ରହିଥିବା ବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦିଆଯାଇଛି । ବାତ୍ୟା ମୁକାବିଲା ପ୍ରସ୍ତୁତି ଜୋରଦାର ଚାଲିଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟିକୁ ବାତିଲ କରିଦେଇଛନ୍ତି ରାଜ୍ୟ ସରକାର । ଏ ନେଇ…

ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ୫ ତାରିଖ ମଧ୍ୟାହ୍ନରେ ପୁରୀ ନିକଟରେ ଲ୍ୟାଣ୍ଡଫଲ୍‌, ସରକାରୀ କର୍ମଚାରୀଙ୍କ ଛୁଟି…

ଭୁବନେଶ୍ୱର-ବାତ୍ୟା ‘ଜୱାଦ’ରେ ପରିଣତ ହୋଇଛି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ । ଆଜି ପୂର୍ବାହ୍ନରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସନିଟରେ ଏହି ସୂଚନା ଦେଇଛନ୍ତି । ବାତ୍ୟା ଆସନ୍ତାକାଲି ସକାଳ ସୁଦ୍ଧା…

ଓମିକ୍ରନର ସଂକ୍ରମଣ କ୍ଷମତା ଅଧିକ, ତୀବ୍ରତା ସଂପର୍କରେ ସୂଚନା ନ ଥିବା କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଦେଶରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରିପ୍ରେକ୍ଷୀରେ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ, ଲୋକମାନେ ଆତଙ୍କିତ ନ ହୋଇ ସତର୍କ ରହିବା ଦରକାର । କେନ୍ଦ୍ର ସରକାରଙ୍କଠାରୁ ଅନ୍ୟ ଦେଶରୁ ଆସୁଥିବା ଲୋକଙ୍କ ସଂପର୍କରେ ସୂଚନା ମିଳୁଛି । ଆକ୍ରାନ୍ତ…

ମୋ ସରକାରରେ ପ୍ରତିକୂଳ ମତାମତର ପ୍ରଭାବ: ୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ ଆର.ଆଇ ଚାକିରୀରୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।…

ଓମିକ୍ରନ ବିପଦ ଥିବା ଦେଶଗୁଡିକରୁ ରାଜ୍ୟକୁ ଏ ଯାଏଁ ୩୮୦ ଜଣ ଫେରିଛନ୍ତି : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ନୂଆ କୋରୋନା ଭୂତାଣୁ ଓମିକ୍ରନ ନେଇ ବିଶ୍ୱବ୍ୟାପୀ ଚିନ୍ତା ପ୍ରକାଶ ପାଇଥିବା ବେଳେ ଭାରତରେ ବି ଏହାକୁ ନେଇ ଆଶଙ୍କା ବଢିଛି । କେନ୍ଦ୍ର ସରକାର ସବୁ ରାଜ୍ୟକୁ ନୂଆ ଭାରିଆଂଟ୍ ନେଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଓମିକ୍ରନ ଆଶଙ୍କା ପରିପ୍ରେକ୍ଷୀରେ ଗତକାଲି ମୁଖ୍ୟମନ୍ତ୍ରୀ…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର, ଆଜି ବିଭିନ୍ନ ଜିଲ୍ଲାକୁ ପଠାଯିବ ରେସପନ୍ସ ଟିମ୍

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ତତ୍ପର ହୋଇ ଉଠିଛି ରାଜ୍ୟ ପ୍ରଶାସନ । ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ବାତ୍ୟା ମୁକାବିଲା ପାଇଁ ଆଜିଠାରୁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାକୁ ରେସପନ୍ସ ଟିମ୍ ପଠାଯିବାକୁ ନିଷ୍ପତ୍ତି ହୋଇଛି । ଆବଶ୍ୟକ ଅନୁସାରେ ୨୦ଟି ଓଡ୍ରାଫ ଟିମ୍…