Browsing Tag

Odisha Government

କାଳିଆ ଯୋଜନାରେ ୧୮ ଲକ୍ଷ ଭୂମିହୀନ କୄଷକ ପରିବାରକୁ ୩୮୬ କୋଟି ଟଙ୍କାର କୋଭିଡ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ସ୍ବାମୀ ନାଥନ କମିଟି ରିପୋର୍ଟ ଲାଗୁ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ: ନବୀନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮…

ଜୁଲାଇ ୧୬ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ ବୃଦ୍ଧି, କ୍ୟାଟୋଗୋରୀ ଏ ଜିଲ୍ଲାରେ କଟକଣା କୋହଳ

ଭୁବନେଶ୍ୱର- ରାଜ୍ୟ ସରକାର ଜୁଲାଇ ମାସ ପାଇଁ କୋଭିଡ ଗାଇଡଲାଇନ ଘୋଷଣା କରିଛନ୍ତି । ରାଜ୍ୟରେ ଜୁଲାଇ ୧୬ ଯାଏଁ ବଳବତ୍ତର ରହିବ ଆଂଶିକ ଲକଡାଉନ୍ । କ୍ୟାଟୋଗୋରୀ ଏ ଜିଲ୍ଲାରେ ସକାଳ ୬ ଟାରୁ ସଂଧ୍ୟା ୬ଟାଯାଏଁ କଟକଣା କୋହଳ ହେବ । ୨୦ଟି ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ ଯାଏଁ ସବୁ ଦୋକାନ…

କାଳିଆ ହିତାଧିକାରୀଙ୍କୁ ଆଜି ଦିଆଯିବ କୋଭିଡ ସହାୟତା

ଭୁବନେଶ୍ୱର- କାଳିଆ ହିତାଧିକାରୀଙ୍କୁ କୋଭିଡ ସହାୟତା ଆଜି ପ୍ରଦାନ କରାଯିବ । ଏହି ଯୋଜନାରେ ୧୮ ଲକ୍ଷ ଭୂମିହୀନ କୃଷକ ପରିବାରଙ୍କୁ ୩୮୬ କୋଟି ଟଙ୍କାର ସ୍ୱତନ୍ତ୍ର କୋଭିଡ ସହାୟତା ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ସାଢେ ୫ଟାରେ ଏହାର ଶୁଭାରମ୍ଭ କରିବେ । ପୂର୍ବରୁ ମେ…

ରେଡ୍ ଜୋନ୍ ରେ କୋଭିଡ ନିୟମ କଡାକଡି ଏବଂ ଘରକୁ ଘର ସର୍ଭେକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବେନଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ…

କୋଭିଡ ମୁକାବିଲାରେ ସାମାଜିକ ଭୂମିକା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ, ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ…

ଭୁବନେଶ୍ବର: କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିବା ଅବସରରେ…