Browsing Tag

Odisha Government

ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ବର: ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍‌ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ…

ପୋଷଣକୁ ଗୁରୁତ୍ୱ: ବଢିବ ମହିଳାଙ୍କ ଆୟ

ମିଶନଶକ୍ତି ବିଭାଗ ଓ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଚୁକ୍ତି ସ୍ୱାକ୍ଷର ଭୁବନେଶ୍ୱର: ରାଜ୍ୟରେ ମହିଳାମାନଙ୍କୁ କିଭଳି ଅଧିକ ସ୍ୱାବଲମ୍ବୀ କରାଯାଇ ପାରିବ ଏବଂ ସେମାନଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି ହୋଇପାରିବ ତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ…

ଏ ବର୍ଷ ବି ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦ ପ୍ରତିଶତ ହ୍ରାସ ପାଇବ

ଭୁବନେଶ୍ୱର- ଏ ବର୍ଷ ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦ ପ୍ରତିଶତ ହ୍ରାସ କରାଯିବ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । କିନ୍ତୁ ସ୍କୁଲ୍ ଖୋଲାଯିବା ନିଷ୍ପତ୍ତି ହୋଇନାହିଁ ବୋଲି ସେ କହିଛନ୍ତି । ଅନଲାଇନରେ ସ୍କୁଲ ପିଲାଙ୍କୁ ପାଠ ପଢାଯାଉଛି । ଅନଲାଇନ…

କଟକଣା କୋହଳ ହେଲେ, କମ୍ୟୁନିଟିର ସାହାଯ୍ୟ ଦରକାର : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଭୂତାଣୁକୁ ଦୂରେଇବା ପାଇଁ ଟିକା ନେବା ନିହାତି ଦରକାର । ନିର୍ଦ୍ଦିଷ୍ଟ ଭାବରେ କୌଣସି ବୟସର ଲୋକଙ୍କୁ ସଂକ୍ରମଣ ହେଉନାହିଁ । ଯେଉଁମାନେ ଟିକା ନେଇନାହାନ୍ତି, ସେମାନେ ସଂକ୍ରମିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । କଟକଣା ଯେତେବେଳେ କୋହଳ…

ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ, ଡାକ୍ତର,ନର୍ସ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- ରାଜ୍ୟରେ ଗତକାଲି ଗୋଟିଏ ଦିନରେ ୩ ଲକ୍ଷ ୩୨ ହଜାରରୁ ଅଧିକ ଟିକାକରଣ ହୋଇଛି । ଏଥିପାଇଁ ଟିକାକରଣରେ ନିୟୋଜିତ ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉତ୍ସର୍ଗୀକୃତ ମନୋଭାବକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଟିକାକରଣ ଓ ମାସ୍କ ପରିଧାନ ନେଇ…