Browsing Tag

Odisha Government

ଟିକାର ଡବଲ ଡୋଜ୍ ପରେ ସଂକ୍ରମଣ ଆଶଙ୍କା କମ୍ ହୁଏ : ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଟିକା ନେଲା ପରେ କୋରୋନା ହେବ ନାହିଁ ବୋଲି ଭାବିବା ଭୁଲ୍ । ଟିକା ନେବା ପରେ ମଧ୍ୟ ସଂକ୍ରମଣ ହୋଇପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ,ବିଭିନ୍ନ ଟିକା ୭୦ ରୁ ୯୦ ପ୍ରତିଶତ ମଧ୍ୟରେ କାମ କରୁଛି । ଟିକା ନେବା ଦ୍ୱାରା ଶରୀରରେ ରୋଗ…

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷାଫଳ, ମ୍ୟାଟ୍ରିକ ମାର୍କ ଭିତ୍ତିରେ ହେବ ମୂଲ୍ୟାୟନ

ଭୁବନେଶ୍ୱର- ଅଗଷ୍ଟ ମାସ ଦ୍ୱିତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବ । ମ୍ୟାଟ୍ରିକ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି । ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ ଭିତ୍ତିରେ ହେବ । ଏକ୍ସ ରେଗୁଲାର ପିଲାଙ୍କ ମାର୍କିଂ ପୂୂର୍ବଥର ଯୁକ୍ତ ଦୁଇ…

ବିଭିନ୍ନ ଜିଲ୍ଲାରେ ସ୍ୱାସ୍ଥ୍ୟଭିତ୍ତିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ସ୍ୱାସ୍ଥ୍ୟ ଭିତ୍ତିକ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ଯୋଗେ ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସପିଟାଲ ପରିସରରେ ଅକ୍ସିଜେନ ପ୍ଲାଂଟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ କୋଭିଡ…

ଜୁନ ଶେଷ ସପ୍ତାହରୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟିକାକରଣ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର- ଜୁନ୍ ଶେଷ ସପ୍ତାହରୁ ରାଜ୍ୟରେ ଦୈନିକ ୩ଲକ୍ଷ ଟିକାକରଣ କରାଯିବ । ଆସନ୍ତା ସପ୍ତାହରେ ରାଜ୍ୟକୁ ଆହୁରି ଟିକା ଆସିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି ଯେ, କୋରୋନାର ତୃତୀୟ ପ୍ରବାହର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଏସଓପି ଜାରି କରିଛି ।…

ୟୁଜି ଓ ପିଜି ଫାଇନାଲ ପରୀକ୍ଷା ଅନଲାଇନରେ ହେବ

ଭୁବନେଶ୍ୱର- ରାଜ୍ୟରେ ୟୁଜି ଓ ପିଜି ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଜୁଲାଇ ଓ ଅଗଷ୍ଟ ମାସରେ ଅନଲାଇନ ମୋଡ୍‌ରେ ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ଫାଇନାଲ୍ ସେମିଷ୍ଟର ପରୀକ୍ଷା କରାଯିବ । ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ ଘୋଷଣା କରିଛନ୍ତି । ଉଚ୍ଚସ୍ତରୀୟ…

ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ : ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ…