Browsing Tag

Odisha Government

ରାଜ୍ୟ କ୍ୟାବିନେଟ ବୈଠକ : ପ୍ରମୁଖ ନିଷ୍ପତ୍ତି

ଭୁବନେଶ୍ୱର – ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବାଗଚୀ ଶ୍ରୀଶଙ୍କର କ୍ୟାନସର କେୟାର ସେଂଟର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ଏଥିପାଇଁ…

କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର- ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଅନୁସୂଚିତ ଜାତି ଓ ଜନଜାତି, ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ,ସଂସଦୀୟ ବ୍ୟାପାର ଓ ଇସ୍ପାତ ଏବଂ ଖଣି ବିଭାଗ…

ରାଜ୍ୟରେ ଆଜି ୭୦୦ ଟିକାଦାନ କେନ୍ଦ୍ର ବନ୍ଦ, ଖୋଲିଛି ୭୭୫, ଆଜି ପହଂଚିବ୨ ଲକ୍ଷ ୭୧ ହଜାର କୋଭିଶିଲ୍ଡ

ଭୁବନେଶ୍ୱର- କୋଭିଡ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ଯେ, ଆଜି ରାଜ୍ୟକୁ ୨ ଲକ୍ଷ ୭୧ ହଜାର କୋଭିଶିଲ୍ଡ ଟିକା ଆସିବ । ଆଜି ୭୦୦ ଟିକାକରଣ କେନ୍ଦ୍ର ବନ୍ଦ ରହିଛି । ୭୭୫ଟି କେନ୍ଦ୍ର ଚାଲିଛି । ଭୁବନେଶ୍ୱରରେ ୮ଟି ସ୍ଥାନରେ ଟିକାକରଣ ଆରମ୍ଭ…

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ସମ୍ଭାବନା

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଚର ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ଦିନ ସାଢେ ୧୨ଟାରେ ବସିବାକୁ ଥିବା ଏହି ବୈଠକରେ ୧୦ଟି ପ୍ରସ୍ତାବରେ ମୋହର ଲାଗିବା ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ଭିସି ଯୋଗେ ଯୋଡି ହେବେ । ଅନ୍ୟ କ୍ୟାବିନେଟ…

ଆହାର କେନ୍ଦ୍ର ସଫଳତାର ବଳ ପାଲଟିଛନ୍ତି ମିଶନଶକ୍ତିର ମହିଳା ଗୋଷ୍ଠି

ଭୁବନେଶ୍ଵର : ରାଜ୍ୟରେ ଥିବା ଆହାର କେନ୍ଦ୍ର ଗୁଡିକର ବଳ ପାଲଟିଛନ୍ତି ମିଶନ ଶକ୍ତିର ମହିଳା ଗୋଷ୍ଠି । ମହିଳା ଗୋଷ୍ଠିର ସଫଳ ପରିଚାଳନା ଓ ସହଯୋଗ ଲାଗି ସହରାଚଂଳର ଆହର କେନ୍ଦ୍ରଗୁଡିକ ଏବେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢିବାରେ ଲାଗିଛି । ମହିଳାମାନଙ୍କୁ ଆତ୍ମନିର୍ଭର ପାଇଁ ସବୁ…

ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ, ପଞ୍ଚମ ପାଳି ସରକାରର ଦ୍ୱିତୀୟ ବର୍ଷ ପୂତ୍ତି ପୂର୍ବରୁ…

ଭୁବନେଶ୍ୱର- କଥାରେ ନୁହେଁ , କାମରେ ବିଶ୍ୱାସ କରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଦେଉଥିବା ପ୍ରତିଶ୍ରୁତି ପୂରଣ କରିବାରେ ତାଙ୍କ ସରକାର ବିଶ୍ୱାସ କରେ । ଆସନ୍ତାମାସ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ପଂଚମ ପାଳିର ଦ୍ୱିତୀୟ ବର୍ଷ…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ : କୋରୋନା ଯୁଦ୍ଧରେ ମାସ୍କ ହିଁ ରକ୍ଷା କବଚ, ୧୪ ଦିନ ଯାଏଁ ମାସ୍କ ଅଭିଯାନ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଯେ, ଦେଶର ବହୁ ରାଜ୍ୟରେ ଲକଡାଉନ, ସଟଡାଉନ,ନାଇଟ କର୍ଫ୍ୟୁ ଆରମ୍ଭ ହେଲାଣି । କିନ୍ତୁ ଆମେ ଯଦି କୋରୋନା ନିୟମ ମାନିବା, ତେବେ ବିନା ଲକଡାଉନରେ…

ସମଲେଇ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସବୁ ବର୍ଗ ପାଇଁ ଆକର୍ଷଣୀୟ ଥଇଥାନ ପ୍ୟାକେଜ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ ଅନୁମୋଦନ କରି…