Browsing Tag

Odisha Government

ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ

ଭୁବନେଶ୍ବର: କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା ସମଲେଇ । ମା ଙ୍କ ପବିତ୍ର ପୀଠ ସମ୍ବଲପୁରର ମା ସମଲେଶ୍ବରୀ ମନ୍ଦିର।ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ…

ସହର ଛୋଟ, ବିକାଶରେ ଆଗ

ସେ ମହାନଗର ହେଉ କି ପୌରପାଳିକା ଅଥବା ଏନ୍‌ଏସି ... ରାଜ୍ୟର ସମସ୍ତ ସହରାଞ୍ଚଳ ଯେପରି ବିକାଶର ଦୌଡ଼ରେ ନିଜକୁ ସାମିଲ କରିପାରିବେ ତାହା ଉପରେ ନଜର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଥିପାଇଁ ତ ରାଜ୍ୟର ସମସ୍ତ ସହରାଞ୍ଚଳ ପାଇଁ ପାନୀୟ ଜଳ ପ୍ରକଳ୍ପରୁ ଆରମ୍ଭ କରି ଯୁବ ବର୍ଗ ପାଇଁ…

କୋଟିଆ ମାମଲା : ଆନ୍ଧ୍ର ବିରୋଧରେ ଓଡିଶାର ଅଦାଲତ ଅବମାନନା ପିଟିସନର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ - କୋରାପୁଟ ଜିଲ୍ଲାର ସୀମାନ୍ତ କୋଟିଆରେ ଅନୁପ୍ରବେଶ ନେଇ ଆନ୍ଧ୍ର ସରକାରଙ୍କ ବିରୋଧରେ ଓଡିଶା ସରକାରଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଅଦାଲତ ଅବମାନନା ପିଟିସନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହେବ । ଗତକାଲି ପିଟିସନକୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ ସୁପ୍ରିମକୋର୍ଟ । ଜଷ୍ଟିସ…

କୋଟିଆ ମାମଲା : ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ନେଇ ଓଡିଶାର ପିଟିସନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ - କୋଟିଆରେ ଆନ୍ଧ୍ର ସରକାର ପଂଚାୟତ ନିର୍ବାଚନ କରିବା ବିରୋଧରେ ଓଡିଶା ସରକାରଙ୍କ ପକ୍ଷରୁ ଆଗତ ପିଟିସନକୁ ଶୁଣାଣି ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତାକାଲି ହେବ ଏହି ମାମଲା ଶୁଣାଣି । ଯଥାସ୍ଥିତି ବଜାୟ ନେଇ ସୁପ୍ରିମକୋର୍ଟଙ୍କ ପୂର୍ବ ରାୟକୁ ଆନ୍ଧ୍ର ମାନୁନାହିଁ ।…

କୋଟିଆ ମାମଲା : ଆନ୍ଧ୍ର ସରକାରଙ୍କ ବିରୋଧରେ ଅଦାଲତ ଅବମାନନା ଆଣି ସୁପ୍ରିମକୋର୍ଟ ଗଲେ ରାଜ୍ୟ ସରକାର

କଟକ- କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ କୋଟିଆ ଗ୍ରାମପୁଂଜର ୩ଟି ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ କରିବାକୁ ବିରୋଧ କରି ଓଡିଶା ସରକାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ୧୯୬୮ ମସିହାରେ ସ୍ଥିତାବସ୍ଥା ପାଇଁ ନିଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ୨୦୦୬ରେ…