Browsing Tag

Odisha Government

ଆଜି ଉନ୍ମୋଚନ ହେବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ୱର- ଆଜି ଦିନ ୧୧ଟାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ ହେବ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏହି ପୁସ୍ତିକା ଉନ୍ମୋଚନ କରିବେ । ଏ ବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମିଳିବ ପରୀକ୍ଷା ଦର୍ପଣ…

ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା

ଭୁବନେଶ୍ବର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ…

କୋଣାର୍କ ଅଞ୍ଚଳର ଭିତ୍ତି ଭୂମିକୁ ଆର୍ନ୍ତଜାତୀୟ ମାନର କରାଯିବ: ନବୀନ

ଭୁବନେଶ୍ବର: ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କ କୁ ପ୍ରତିଦିନ ବିଶ୍ବର ବିଭିନ୍ନ…

ପ୍ରସ୍ତାବିତ ଆନ୍ତର୍ଜାତିକ ହକି ଷ୍ଟାଡିୟମର ସ୍ଥାନ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ଭୁବନେଶ୍ବର: ଆଜି ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର , ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ବତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଆନ୍ତର୍ଜାତୀୟ ହକି ଷ୍ଟାଡିୟମ…