Browsing Tag

Odisha Government

ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ: ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ…

ଟିକାକରଣ ପ୍ରସ୍ତୁତି ନେଇ ସୂଚନା ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ କୋଭିଡ ଟିକାକରଣ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ । ସେ କହିଛନ୍ତି ଯେ, ଟିକାକରଣ ପାଇଁ ୨୯ ହଜାର ସେସନ ସାଇଟ୍ ରହିଛି । ପ୍ରଥମ ପର୍ଯ୍ୟାୟରେ ଏତେ ଦରକାର ପଡିବ ନାହିଁ ବୋଲି ସେ କହିଛନ୍ତି ।୩ ଲକ୍ଷ ୨୮ ହଜାର ଡାଟାବେସ୍…

ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ୱତନ୍ତ୍ର ଗୁରୁତ୍ୱ ରଖେ : ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର- ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ହୋଇଛି । ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଏହି ପ୍ରମୋଦ ଉଦ୍ୟାନକୁ ଲୋକାର୍ପିତ କରିଛନ୍ତି । ଚିତ୍ତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତ୍ରୋତ୍ରର ତାଳେ ତାଳେ ଲେଜର ଲାଇଟ୍ ଓ ଏକ…

ନୀତି ଆୟୋଗ ରିପୋର୍ଟରେ ‘ଓଡିଶା ମିଲେଟ ମିଶନ’ ଓ ‘ମୋ ଉପକାରୀ ବଗିଚା’ ଯୋଜନାକୁ ଭୂୟସୀ ପ୍ରଶଂସା

ନୂଆଦିଲ୍ଲୀ -ଓଡିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଓଡିଶା ମିଲେଟ ମିଶନ ମୋ ଉପକାରୀ ବଗିଚା ଯୋଜନାକୁ ନୀତି ଆୟୋଗ ରିପୋର୍ଟରେ ଭୂୟସୀ ପ୍ରଶଂସା କରାଯାଇଛି । ନୀତି ଆୟୋଗର ସଦ୍ୟ ପ୍ରକାଶିତ ରିପୋର୍ଟରେ ଉପରୋକ୍ତ ଦୁଇଟି କାର୍ଯ୍ୟକ୍ରମ ସ୍ଥାନ ପାଇଛି । ‘ହେଲଥ ଆଣ୍ଡ୍ ନ୍ୟୁଟ୍ରିସନ ପ୍ରାକ୍ଟିସ…

ଆସନ୍ତା ୧୧ ତାରିଖରୁ ଖୋଲିବ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ

ଭୁବନେଶ୍ୱର- ରାଜ୍ୟରେ ଆସନ୍ତା ୧୧ ତାରିଖରୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ଖୋଲିବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୧୫ ଯାଏଁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପଠା ପଢା ଚାଲିବ । ମାର୍ଚ୍ଚ ୧୬ରୁ ୩୧ ଯାଏଁ କଲେଜ ଓ ବିଶ୍ୱବିଦ୍ୟାଳୟର ସେମିଷ୍ଟର…