Browsing Tag

Odisha Shuttler Pramod Bhagat

ଖେଳରତ୍ନ ପାଇଁ ମନୋନୀତ ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ଓଡିଶାର ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ପାରା ବ୍ୟାଡମିଂଟନ ତାରକା ତଥା ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜେତା ପ୍ରମୋଦ ଭଗତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ଅଭିନନ୍ଦନ…

ଧ୍ୟାନଚାନ୍ଦ ଖେଳରତ୍ନ ପାଇଁ ପ୍ରମୋଦ ଭଗତଙ୍କ ନାଁ ସୁପାରିଶ

ନୂଆଦିଲ୍ଲୀ – ୨୦୨୧ ମସିହା ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇଁ ଓଡିଶାର ପାରା ବ୍ୟାଡମିଂଟନ ତାରକା ପ୍ରମୋଦ ଭାଗବତଙ୍କ ନାଁ ସୁପାରିଶ କରାଯାଇଛି । ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଂଟନରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ପ୍ରମୋଦ ଭାଗତ । ଏହାଛଡା ସେ ବିଶ୍ୱ ପାରା ବ୍ୟାଡମିଂଟନ ଚାମ୍ପିଅନସିପ…