Browsing Tag

Odisha

ପଂଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଚାଲିଥିବା ନାମାଙ୍କନ ପ୍ରକ୍ରିୟାର ଆଜି ଶେଷ ଦିନ । ନାମାଙ୍କନ ଦାଖଲ ଶେଷ ପରେ ଯାଂଚ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେଲା ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଗତ ୧୭ ତାରିଖରୁ ନାମାଙ୍କନ…

ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ, ଦିନକରେ ଚିହ୍ନଟ ହେଲେ ୯, ୮୩୩ ପଜିଟିଭ

ଭୁବନେଶ୍ୱର-ରାଜ୍ୟରେ ଲଗାତର ଦ୍ୱିତୀୟ ଦିନ ଦୈନିକ କୋରୋନା ସଂକ୍ରମଣ ହ୍ରାସ ପାଇଛି । ୧୦ ହଜାର ତଳକୁ ଖସିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ ହଜାର ୮୩୩ ପଜିଟିଭ । ସଙ୍ଗରୋଧରୁ ୫ ହଜାର ୬୯୯ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ…

ଦିନକରେ ଆସିଲା ୨.୮୨ ଲକ୍ଷ ନୂଆ ମାମଲା, ୪୪୧ ମୃତ, ପଜିଟିଭିଟି ହାର ୧୪.୪୩%ରୁ ୧୫.୧୩%କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନାର ଦୈନିକ ସଂକ୍ରମଣରେ ୧୮% ବୃଦ୍ଧି ଘଟିଛି। ଏହା ସହିତ ଓମିକ୍ରନ୍ ମାମଲା ମଧ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାର ଦୁଇ ଲକ୍ଷ ୮୨ ହଜାର ୯୭୦ ନୂଆ ମାମଲା ରିପୋର୍ଟ ହୋଇଛି । ଦିନକରେ ଆଉ ୪୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥି ସହିତ…