Browsing Tag

Odisha

ଫେବ୍ରୁଆରୀ ୧୬ରୁ ୫ଟି ପର୍ଯ୍ୟାୟରେ ପଂଚାୟତ ନିର୍ବାଚନ ପାଇଁ ଭୋଟ୍‌, ୨୬ରୁ ଗଣତି, କୋଭିଡ ପାଇଁ ସମାବେଶ ମନା

ଭୁବନେଶ୍ୱର – ରାଜ୍ୟରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ପ୍ରେସମିଟରେ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢି ତାରିଖ ଘୋଷଣା କରିଛନ୍ତି । କଡା କୋଭିଡ କଟକଣାରେ ହେବ ନିର୍ବାଚନ । ୫ଟି ପର୍ଯ୍ୟାୟରେ ହେବ ମତଦାନ । ୧୬, ୧୮,୨୦, ୨୨ ଓ ୨୪ ଫେବ୍ରୁଆରୀରେ…

ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ : ଇସିଆଇ ଗାଇଡଲାଇନକୁ ଆଧାର କରି ହେବ ପଂଚାୟତ ନିର୍ବାଚନ ଗାଇଡଲାଇନ

ଭୁବନେଶ୍ୱର – ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଭାରତର ନିର୍ବାଚନ କମିଶନ-ଇସିଆଇର ଗାଇଡଲାଇନକୁ ଆଧାର କରି ପଂଚାୟତ ନିର୍ବାଚନ ଗାଇଡଲାଇନ ଆସିବ । ଆଜି ଏହି ଗାଇଡଲାଇନ ଆସିବ ବୋଲି ବୈଠକ ପରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ…