Browsing Tag

Odisha

ରାଜ୍ୟରେ ଓମିକ୍ରନ ସଂକ୍ରମଣର ତୀବ୍ରତା ନାହିଁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ ଓମିକ୍ରନ ସଂକ୍ରମଣ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ, ସବୁ ଜିଲ୍ଲାରେ କୋରୋନାର ଏହି ନୂଆ ଭାରିଆଂଟର ଉପସ୍ଥିତି ଦେଖିବାକୁ ମିଳିଛି । ସଂକ୍ରମଣ ଆଗକୁ ଆହୁରି ବଢିବ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସଂକ୍ରମଣ ତୀବ୍ରତା ନାହିଁ , ଯଦି ଏହା ବଢିବ,…

ତୃତୀୟ ଲହରରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ରାଜ୍ୟର ସବୁ ଜିଲ୍ଲାରୁ ୧୮୯୭ ପଜିଟିଭ, ଖୋର୍ଦ୍ଧା ଜିଲ୍ଲାରୁ…

ଭୁବନେଶ୍ୱର – ରାଜ୍ୟରେ କୋରୋନାର ତୃତୀୟ ଲହରରେ ବଢି ଚାଲିଛି ଦୈନିକ ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୧ ହଜାର ୮୯୭ ପଜିଟିଭ । ସଙ୍ଗରୋଧରୁ ୧୧୦୬ ଓ ସ୍ଥାନୀୟ ଅଂଚଳରୁ ୭୯୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶିଶୁ ଓ କିଶୋରଙ୍କ ସଂଖ୍ୟା ୨୫୮ ରହିଛି । ଖୋର୍ଦ୍ଧା…

ରାଜ୍ୟ ସରକାରଙ୍କ ନୂଆ କୋଭିଡ ଗାଇଡଲାଇନ : ରାତି ୯ରୁ ସହରାଂଚଳରେ ଲାଗିବ ନାଇଟ କର୍ଫ୍ୟୁ, ଅଫଲାଇନ ପଢା ବନ୍ଦ

ଭୁବନେଶ୍ୱର – ରାଜ୍ୟରେ କୋରୋନାର ତୃତୀୟ ଲହର ମୁକବିଲା ପାଇଁ କିଛି ପଦକ୍ଷେପ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଜାରି କରିଛନ୍ତି ଗାଇଡଲାଇନ୍ । ଏଣିକି ରାଜ୍ୟର ସହରାଂଚଳରେ ରାତି ୯ଟାରୁ ନାଇଟ୍ କର୍ଫ୍ୟୁ ଲାଗୁ କରାଯିବ, ଯାହା କି ସକାଳ ୫ଟା ଯାଏଁ ବଳବତ୍ତର ରହିବ । ଆଜି ପ୍ରେସମିଟରେ ଏହି…

ରାଜ୍ୟରେ ଆହୁରି ବଢିବ ଦୈନିକ କୋରୋନା ସଂକ୍ରମଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର- ଅନେକ ଦିନ ପରେ ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ହଜାରେ ପାର କରିଛି । ଗତ ୨୪ ଘଣ୍ଟାରେ ୧୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ସଂଖ୍ୟା ଆହୁରି ବଢିବ । ଦୈନିକ ସଂକ୍ରମଣ ଦୁଇ,ତିନି ଗୁଣ ବଢିପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।…

୨୪ ବର୍ଷ ପରେ ପୁଣି ବ୍ରଜରାଜନଗର ଦେଖିବ ଉପନିର୍ବାଚନ,  କିଶୋରଙ୍କ ବିକାଶ ଓ ନବୀନଙ୍କ ଲୋକପ୍ରିୟତା ବିଜେଡିର ପୁଞ୍ଜି

ଝାରସୁଗୁଡା : ଦୀର୍ଘ ୨୪ ବର୍ଷ ପରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ଭୋଟର ଦ୍ବିତୀୟ ଥର ପାଇଁ ଉପନିର୍ବାଚନ ସାମ୍ନା କରିବାକୁ ଯାଉଛନ୍ତି। ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ଖାଲିଥିବା ଏହି ଆସନରେ ଆଗାମୀ ୬ ମାସ ମଧ୍ୟରେ ସାମ୍ବିଧାନିକ ବ୍ୟବସ୍ଥା ମଧ୍ୟରେ ନିର୍ବାଚନ…