Browsing Tag

Odisha

ରାଜ୍ୟରେ ଜାନୁଆରୀ ୩ ତାରିଖରୁ ୧୫ ରୁ ୧୮ ବର୍ଷ ପିଲାଙ୍କ କୋଭିଡ ଟିକାକରଣ

ଭୁବନେଶ୍ୱର-ଆସନ୍ତାମାସ ୩ରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ କୋଭିଡ ପ୍ରତିଷେଧକ ଟିକା ଦିଆଯିବ । ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କଲା ପରେ ବିଭିନ୍ନ ରାଜ୍ୟରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ…

ରାଜ୍ୟରେ ଆଉ ୧୧୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୧୨ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଂଚଳରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ ବୟସର ୧୭ ଜଣ ମଧ୍ୟ କୋରୋନା ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬, କଟକରୁ ୧୩,…

ରାଜ୍ୟରେ ବଢିବ ରାତି ତାପମାତ୍ରା ଜାଡରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ହ୍ରାସ ପାଇଛି । ଫଳରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ଦିନେ ଦୁଇ ଦିନ ମଧ୍ୟରେ ଏହା ଆହୁରି ବଢିପାରେ । ଦୁଇ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ଯାଏଁ ବଢିବ ତାପମାତ୍ରା ।…