Browsing Tag

Odisha

ଶୀତ ପ୍ରକୋପ : ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ, ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଶୀତ ପ୍ରକୋପ । ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୫ ଡିଗ୍ରୀ ସେଲସିୟସ ସହ ଫୁଲବାଣୀ ରାଜ୍ୟର ଥଣ୍ଡା ସହର ହୋଇଛି । ଦାରିଙ୍ଗବାଡିରେ ରାତି ତାପମାତ୍ରା ଥିଲା ୬ ଦଶମିକ ୫ ଡିଗ୍ରୀ ସେଲସିୟସ । ଝାରସୁଗୁଡାରେ ୭ ଦଶମିକ ୧, ଟିଟିଲାଗଡରେ ୭ ଦଶମିକ…

ରାଜ୍ୟରେ ଆଉ ଦୁଇ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆଉ ୨ ଓମିକ୍ରନ ସଂକ୍ରମିତ ହୋଇଥିବା ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି । ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…

ରାଜ୍ୟରେ ଦୁଇ ଓମିକ୍ରନ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ଆତଙ୍କିତ ନ ହୋଇ ସତର୍କ ରହିବାକୁ କହିଲେ ଜନସ୍ୱାସ୍ଥ୍ୟ…

ଭୁବନେଶ୍ୱର- ଓଡିଶାରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ,ଓମିକ୍ରନ ଚିହ୍ନଟ ହେବା ନେଇ ଆତଙ୍କିତ ହେବାର କାରଣ ନାହିଁ ବୋଲି ସେ କହିଛନ୍ତି । ଆମକୁ ସତର୍କ…

ରାଜ୍ୟରେ ଦୁଇ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଓମିକ୍ରନ ଆକ୍ରାନ୍ତ । ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ସ୍ଥିତ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନାଇଜେରିଆ ଓ ଆଉ ଜଣେ କାତାରରୁ ଓଡିଶା ଫେରିଥିଲେ ।

ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ, ୩ ଦଶମିକ ୫ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର – ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଦାରିଙ୍ଗବାଡିରେ ରାତି ତାପମାତ୍ରା ଆହୁରି ହ୍ରାସ ପାଇଛି । ଦାରିଙ୍ଗବାଡିରେ ରାତି ତାପମାତ୍ରା ୩ ଦଶମିକ ୫ ଡିଗ୍ରୀକୁ ଖସିଛି , ଯାହା କି ଚଳିତ ଋତୁରେ ଏ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା । ଦିନକ ଆଗରୁ ଓଡିଶାର କାଶ୍ମୀରରେ ରାତିର…

ରାଜ୍ୟରେ ଶୀତ ବଢିବ, ଆସନ୍ତାକାଲି ସକାଳ ଯାଏଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର-ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି । ଗତକାଲି ରାତିରେ ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । ତେବେ ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି ଯେ, ରାଜ୍ୟରେ ଶୀତ ଆହୁରି ବଢିବ । ଉତ୍ତର –ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ବହୁଥିବାରୁ ରାଜ୍ୟରେ ଶୀତ ବଢିବ…