Browsing Tag

Odisha

ଲକ୍ଷଣ ବଦଳାଉଛି କୋରୋନା, ସାମାନ୍ୟ ଥଣ୍ଡା ଜ୍ୱର ହେଲେ ବି ପଜିଟିଭ ଚିହ୍ନଟ ହେଉଛନ୍ତି ଲୋକେ

ଭୁବନେଶ୍ୱର – କୋରୋନା ଭାଇରସ ଲକ୍ଷଣ ବଦଳାଉଛି । ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କୋରୋନା ପଜିଟିଭ ଚିହ୍ନଟ ହେଉଛନ୍ତି ଲୋକେ । ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବା ଆବଶ୍ୟକ ରହିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ଟେଷ୍ଟ କଲେ…

ରାଜ୍ୟରେ ୨୦୯ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୨୧ ଓ ସ୍ଥାନୀୟ ଅଂଚଳରୁ ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦, କଟକରୁ ୧୫,…

ଆସନ୍ତା ୨୪ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ - ଆସନ୍ତା ୨୪ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ମେଘନାଦ ପାଚେରୀ କଡରୁ ୭୫ ମିଟର ପରିଧି ମଧ୍ୟରେ ଐତିହ୍ୟ ସୁରକ୍ଷା କରିଡର ନିର୍ମାଣ ପାଇଁ ଯୋଜନା ରହିଛି । ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଆଧାର କରି…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ବୃଦ୍ଧି, ମତଦାନ ସମୟ ଘଣ୍ଟାଏ ବଢିଲା

ଭୁବନେଶ୍ୱର- ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ ପଞ୍ଚାୟତ ନିର୍ବାଚନର ଭୋଟ ଗ୍ରହଣ ଏଣିକି ୫ ଘଣ୍ଟା ବଦଳରେ ୬ ଘଣ୍ଟା ହେବ । ଅର୍ଥାତ ସକାଳ ୭ରୁ ଦିନ ୧୨ ପରିବର୍ତ୍ତେ ଦିନ ଗୋଟାଏ ଯାଏଁ ହେବ ଭୋଟ ଗ୍ରହଣ । ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ମଧ୍ୟ ବୃଦ୍ଧି କରିଛନ୍ତି କମିଶନ ।…