Browsing Tag

Odisha

ସୁନ୍ଦରଗଡରେ ବିଭିନ୍ନ ପ୍ରକଳ୍ପ ଓ ଏନଟିପିସି ମେଡିକାଲ ପରିଦର୍ଶନ କଲେ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ସୁନ୍ଦରଗଡ- ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନ ସୁନ୍ଦରଗଡ ଗସ୍ତ କରି ବିଭିନ୍ନ ମେଗା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟ ସଚିବ ଓ ୫-ଟି ସଚିବଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଏନଏଚଆରଏମ୍ ନିର୍ଦ୍ଦେଶକ ଶାଳିନୀ…

ରାଜ୍ୟରେ ୧୧ ଶହ ତଳେ ଦୈନିକ କୋରୋନା ସଂକ୍ରମଣ, ଦିନକରେ ୧୦୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ୧୧ ଶହ ତଳକୁ ଖସିଛି ଦୈନିକ କୋରୋନା ସଂକ୍ରମଣ । ଦିନକରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୩୨ ନୂଆ ସଂକ୍ରମିତ । ସଙ୍ଗରୋଧରୁ ୫୯୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ହ୍ରାସ ପାଇଛି ଦୈନିକ କୋରୋନା ସଂକ୍ରମଣ ।…

ଅଗଷ୍ଟ ମାସ ପାଇଁ କୋଭିଡ ଗାଇଡଲାଇନ ଜାରି : ମଲ୍‌, ପାର୍କ ଖୋଲିବ, ୫୦ ପ୍ରତିଶତ କ୍ଷମତାରେ ଖୋଲିବ ସିନେମା ହଲ୍

ଭୁବନେଶ୍ୱର- ଅଗଷ୍ଟ ମାସ ପାଇଁ କୋରୋନା ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏସଆରସି ପ୍ରଦୀପ ଜେନା ଗାଇଡଲାଇନ୍ ସଂପର୍କରେ ଘୋଷଣା କରିଛନ୍ତି । ସାରା ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ । ଭୁବନେଶ୍ୱର, କଟକ ଓ ପୁରୀ ସହରରେ କେବଳ ସପ୍ତାହାନ୍ତ ସଟଡାଉନ୍…