Browsing Tag

Odisha

ରାଜ୍ୟରେ ଆଉ ୪୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୪୫ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୪ ହଜାର ୬୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ପ୍ରାଣ ହରାଇଛନ୍ତି । ଏଥିମଧ୍ୟରୁ ଭୁବନେଶ୍ୱରର ୫ ରୋଗୀ ଅଛନ୍ତି । ନୟାଗଡ, ପୁରୀରେ ୫ ଜଣ ଲେଖାଏଁ…

କ୍ୟାଟୋଗୋରୀ ଏ ଜିଲ୍ଲା ତାଲିକାରେ ଅନୁଗୁଳ,ଢେଙ୍କାନାଳ ଓ କେନ୍ଦୁଝର, କମ୍ ସଂକ୍ରମିତ ଜିଲ୍ଲାଗୁଡିକରୁ ହଟିଲା…

ଭୁବନେଶ୍ୱର – ଜୁଲାଇ ପାଇଁ ରାଜ୍ୟ ସରକାରଙ୍କ କୋଭିଡ ଗାଇଡଲାଇନ୍‌ସରେ କିଛି ନୂତନତ୍ୱ ଦେଖିବାକୁ ମିଳିଛି । ଗ୍ରୀନ୍ ଜୋନ ଜିଲ୍ଲା ତାଲିକାରେ ଆଉ ତିନିଟି ଜିଲ୍ଲାକୁ ସାମିଲ କରାଯାଇଛି । ସେଗୁଡିକ ହେଲା କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ । ଏସବୁ ଜିଲ୍ଲାର ସଂକ୍ରମଣ ହାର ୫ ପ୍ରତିଶତରୁ କମ୍…

ଜୁଲାଇ ୧୬ ଯାଏଁ ରାଜ୍ୟରେ ଆଂଶିକ ଲକଡାଉନ ବୃଦ୍ଧି, କ୍ୟାଟୋଗୋରୀ ଏ ଜିଲ୍ଲାରେ କଟକଣା କୋହଳ

ଭୁବନେଶ୍ୱର- ରାଜ୍ୟ ସରକାର ଜୁଲାଇ ମାସ ପାଇଁ କୋଭିଡ ଗାଇଡଲାଇନ ଘୋଷଣା କରିଛନ୍ତି । ରାଜ୍ୟରେ ଜୁଲାଇ ୧୬ ଯାଏଁ ବଳବତ୍ତର ରହିବ ଆଂଶିକ ଲକଡାଉନ୍ । କ୍ୟାଟୋଗୋରୀ ଏ ଜିଲ୍ଲାରେ ସକାଳ ୬ ଟାରୁ ସଂଧ୍ୟା ୬ଟାଯାଏଁ କଟକଣା କୋହଳ ହେବ । ୨୦ଟି ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ ଯାଏଁ ସବୁ ଦୋକାନ…

ରାଜ୍ୟରେ ଆଉ ୪୦ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୪୦ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୯୭୦କୁ ବୃଦ୍ଧି ହୋଇଛି । ଭରବଙ୍କନଶ୍ୱରରୁ ୫ ସମେତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ବରଗଡ, କଟକ ଓ ନୟାଗଡ ଜିଲ୍ଲାରେ ୫ ଜଣ ଲେଖାଏଁ ରୋଗୀଙ୍କ…

ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର-ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜୁଲାଇ ୩୧ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଁ ବ୍ୟବସ୍ଥା ହେବ ।…

ରାଜ୍ୟରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୫୬୬

ଭୁବନେଶ୍ୱର- ରାଜ୍ୟରେ ଦିନକରେ ଆଉ ୩ ହଜାର ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧ ହଜାର ୮୯୬ ଏବଂ ସ୍ଥାନୀୟ ଅଂଚଳରୁ ୧ ହଜାର ୪୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୭୮୯କୁ ବୃଦ୍ଧି ହୋଇଥିବା ବେଳେ ଏଥିରୁ ୮ ଲକ୍ଷ ୬୭ ହଜାର ୪୦୨…