Browsing Tag

Odisha

ରାଜ୍ୟ କୋରୋନା ଅପଡେଟ୍ : ଦିନକରେ ୩୪୨୭ ପଜିଟିଭ ଚିହ୍ନଟ, ୧୯ଜିଲ୍ଲାରେ ସଂକ୍ରମଣ ଦୁଇ ଅଙ୍କରେ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ହଜାର ୪୨୭ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୯୫୪ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୪୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩, କଟକରୁ ୩୯୬, ଯାଜପୁରରୁ ୨୮୫, ବାଲେଶ୍ୱରରୁ…

କୋରୋନାର ତୃତୀୟ ପ୍ରବାହ ପାଇଁ ଓଡିଶା ପ୍ରସ୍ତୁତ : ଡିଏମଇଟି

ଭୁବନେଶ୍ୱର- ମହାରାଷ୍ଟ୍ରରେ କୋରୋନାର ତୃତୀୟ ପ୍ରବାହ ଅପେକ୍ଷାକୃତ ଶୀଘ୍ର ଆସିପାରେ । ଏ ନେଇ ମହାରାଷ୍ଟ୍ର ସରକାର ଚେତାବନୀ ଦେଲା ପରେ ଅନ୍ୟ ରାଜ୍ୟରେ ବି କୋରୋନାର ତୃତୀୟ ପ୍ରବାହ ଶୀଘ୍ର ଆସିବା ନେଇ ଆଶଙ୍କା ପ୍ରକାଶ ପାଇଛି । ତେବେ, ତୃତୀୟ ପ୍ରବାହ ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି…

ଅଲିମ୍ପିକ୍ସ ପୁରୁଷ ହକି ଦଳରେ ଓଡିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ

ବେଙ୍ଗଳୁରୁ – ଟୋକିଓ ଅଲିମ୍ପିକ୍ସ ହକି ପାଇଁ ଭାରତୀୟ ପୁରୁଷ ଦଳ ଘୋଷିତ ହୋଇଛି । ଏଥିରେ ଦୁଇ ଓଡିଆଙ୍କୁ ସ୍ଥାନ ମିଳିଛି । ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଜାତୀୟ ହକି ଦଳରେ ସ୍ଥାନ ମିଳିଛି । ୧୬ ଜଣିଆ ଦଳରେ ଉଭୟ ଅଭିଜ୍ଞ ଓ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି । ଭାରତ ପାଇଁ…

ରାଜ୍ୟରେ ୩ ହଜାର ୮୦୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ଚାରି ହଜାର ତଳକୁ ହିଁ ରହିଛି । ଗତ ୨୪ ଘଂଟାରେ ୩ ହଜାର ୮୦୬ ନୂଆ ମାମଲା ଆସିଛି । ସଙ୍ଗରୋଧରୁ ୨ ହଜାର ୧୭୨ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୬୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭, କଟକରୁ ୩୯୩, ଯାଜପୁରରୁ…

ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ : ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ…