Browsing Tag

Odisha

ମେ ମାସ ଲକଡାଉନରେ ରାଜ୍ୟରେ ବଢିଛି ସାଇବର କ୍ରାଇମ

ଭୁବନେଶ୍ୱର- ଗତ ମେ ମାସରେ ଲକଡାଉନ ବେଳେ ସାଇବର କ୍ରାଇମ ବଢିଛି । ମେ ମାସରେ ରାଜ୍ୟରେ ୧ କୋଟି ୪୦ ଲକ୍ଷ ଟଙ୍କା ଠକେଇ ହୋଇଛି । କେବଳ ଭୁବନେଶ୍ୱରରେ ୭୦ ଲକ୍ଷ ୭୮ ହଜାର ଟଙ୍କା ଠକିଛନ୍ତି ସାଇବର ଅପରାଧୀ । ଠକଙ୍କଠାରୁ ୧୨ ଲକ୍ଷ ୫ ହଜାର ଟଙ୍କା ଉଦ୍ଧାର କରାଯାଇଥିବା କମିଶନରେଟ ପୋଲିସ ପକ୍ଷରୁ…

ରାଜ୍ୟରେ ଖସୁଛି କୋରୋନା ସଂକ୍ରମଣ ଗ୍ରାଫ୍‌, ଦିନକରେ ୮ ହଜାର ୩୧୩ ନୂଆ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୫

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୦ ହଜାର ତଳେ ରହିବା ଜାରି ରହିଛି । ଦିନକରେ ୮ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪ ହଜାର ୬୫୫ ଓ ସ୍ଥାନୀୟ ଅଂଚଳରୁ ୩ ହଜାର ୬୫୮ ମାମଲା ଆସିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ବଢିବ କି ଲକଡାଉନ୍ ଅବଧି ?

ଭୁବନେଶ୍ୱର- ରାଜ୍ୟରେ ଚଳିତ ଅବଧି ଆସନ୍ତା ଜୁନ୍ ୧ ତାରିଖରେ ଶେଷ ହେଉଥିବା ବେଳେ ଏହା ଆଉ ବୃଦ୍ଧି ହେବ ନା ନାହିଁ , ତାହା ଆଜି ସଂଧ୍ୟାରେ ସ୍ପଷ୍ଟ ହୋଇଯିବ । ମୁଖ୍ୟ ଶାସନ ସଚିବ ସଂଧ୍ୟା ସାଢେ ୬ଟାରେ ଲକଡାଉନ ସଂପର୍କିତ ଘୋଷଣା କରିବେ । ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ସରକାର…

ବାତ୍ୟାର ସଫଳ ମୁକାବିଲା ପାଇଁ ନବୀନ ସରକାରଙ୍କ ପ୍ରଶଂସାରେ ଶତମୁଖ ଜାତିସଂଘ ସଂସ୍ଥା

ନ୍ୟୁୟର୍କ- ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଓଡିଶା ମଡେଲ୍ ସାରା ବିଶ୍ୱରେ ପ୍ରଶଂସିତ ହୋଇଛି । ଭାରତର ଅନ୍ୟ ରାଜ୍ୟମାନଙ୍କ ପାଇଁ ଓଡିଶା ଏ ଦିଗରେ ଉଦାହରଣ ସାଜିଥିବା ବେଳେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସଂସ୍ଥା ମଧ୍ୟ ରାଜ୍ୟ ସରକାରଙ୍କ ବାତ୍ୟା ମୁକାବିଲା ପଦକ୍ଷେପ…

ମନ୍ତ୍ରୀ ପରିଷଦ ବୈଠକରେ ନବୀନଙ୍କ ଉଦବୋଧନ : ପଞ୍ଚମ ପାଳିର ପ୍ରଥମ ଦୁଇ ବର୍ଷ ଥିଲା ଅତ୍ୟନ୍ତ ଆହ୍ୱାନମୂଳକ

ଭୁବନେଶ୍ବର: ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା । ଏପରିକି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ମଇ ୨୦୧୯ ରେ ଆମକୁ ଫନି ପରି ବାତ୍ୟାର…