Browsing Tag

Odisha

ଦୁଇ ଦିନିଆ ଓଡିଶା ଗସ୍ତରେ ଉପରାଷ୍ଟ୍ରପତି

ଭୁବନେଶ୍ୱର – ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁଙ୍କ ଦୁଇ ଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛି । ବିମାନବନ୍ଦରରେ ପହଂଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ସ୍ୱାଗତ କରିଥିଲେ । ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯାଇଛନ୍ତି…

ରାଜ୍ୟରେ ଏପ୍ରିଲ ପହିଲାରୁ ଦୈନିକ ୨ ଲକ୍ଷ ଟିକାକରଣ : ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର – ଜାନୁଆରୀ ମାସରୁ ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୨୨ ଲକ୍ଷ ୩୬ ହଜାର ୬୧୫ କୋଭିଡ ଟିକାକରଣ ହୋଇଛି । ଏମାନଙ୍କ ମଧ୍ୟରୁ ୧୩ ଲକ୍ଷ ୪୭ ହଜାର ୭୮୭ ଜଣ ବରିଷ୍ଠ ଓ ବହୁବିଧ ରୋଗରେ ପୀଡିତ ଥିବା ଲୋକଙ୍କୁ କୋଭିଡ ଟିକା ଦିଆଯାଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ…

ଦୈନିକ ଏକ ଲକ୍ଷ ଲୋକଙ୍କୁ ଟିକାକରଣ ଟାର୍ଗେଟ : ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର- ରାଜ୍ୟରେ ଯେଉଁଠି ଅଧିକ କୋରୋନା ଆକ୍ରାନ୍ତ,ସେହିଠାରେ ହିଁ ଅଧିକ ଟିକାକରଣ କରାଯିବ । ଏବେ ଦୈନିକ ଏକ ଲକ୍ଷ ଲୋକଙ୍କୁ ଟିକାକରଣ ଟାର୍ଗେଟ ରହିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,ଅଧିକ ଟିକା ଆସିଲେ ଦୈନିକ ଦେଢ ଲକ୍ଷ…

ଗାନ୍ଧିଜୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ମହାତ୍ମା ଗାନ୍ଧିଙ୍କ ଓଡିଶା ଆଗମନକୁ ଶହେ ବର୍ଷ ପୁରିଛି । ଏହି ଅବସରରେ ଜାତିର ପିତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟ ଓ ଅହିଂସାର ପ୍ରତୀକ ମହାତ୍ମା ଗାନ୍ଧିଙ୍କ ଓଡିଶା ଶୁଭାଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି…