Browsing Tag

Odisha

ରାଜ୍ୟରେ ୫୦ ତଳକୁ ଖସିଲା ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ବର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ବୟସ୍କ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧ ଜଣ…

ଆଜି ବି ରାଜ୍ୟରେ ପ୍ରବଳ ଖରା, ୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର- ଆଜି ବି ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେବ । ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ଖରା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଗ୍ରୀଷ୍ମପ୍ରବାହ ପାଇଁ ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର - ମାର୍ଚ୍ଚ ମାସ ଅଧାରୁ ହିଁ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟରେ ଗ୍ରୀଷ୍ମପ୍ରବାହ ‌ଆରମ୍ଭ ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିସନର -ଏସ୍‌ଆର୍‌ସି ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ଆର୍‌ସି ପ୍ରଦୀପ କୁମାର…

ପଞ୍ଚାୟତ ପରାଜୟ ପରେ… ପୌର ଭୋଟ୍ ବେଳେ ବିରୋଧୀ ଶିବିରରେ ନିରବତାର ଛାଇ

ସମ୍ବଲପୁର : ପଞ୍ଚାୟତ ନିର୍ବାଚନ ପରେ ବର୍ତ୍ତମାନ ପୌର ନିର୍ବାଚନର ତାତି ଆରମ୍ଭ ହେଲାଣି। ଗାଁ ପରେ ଏବେ ସହରୀ ରାଜନୀତି ଗରମ ହେଲାଣି। ନାମାଙ୍କନ ଦାଖଲ ସରିଥିବାରୁ ପ୍ରାର୍ଥୀ ବି ପ୍ରଚାର ମଇଦାନକୁ ଓହ୍ଲାଇ ସାରିଲେଣି। ହେଲେ ବର୍ତ୍ତମାନ ସୁଦ୍ଧା ବିରୋଧୀ ବିଜେପି ଏବଂ କଂଗ୍ରେସ ଶିବିରରେ…