Browsing Tag

Odisha

ରାଜ୍ୟରେ ଆଉ ୧୨୯ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର - ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୯ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ…