Browsing Tag

Orissa High Court

୨୨ ବର୍ଷ ପୁରୁଣା ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ

କଟକ- ରାଜ୍ୟ ସରକାର ଓ ସିବିଆଇର ସତ୍ୟପାଠ ଦାଖଲ ପରେ ୨୨ ବର୍ଷ ତଳର ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ହାଇକୋର୍ଟ । ମାମଲାର ସବୁ ଅଭିଯୁକ୍ତ ଗିରଫ ହୋଇଥିବା ନେଇ ସତ୍ୟପାଠ ଦାଖଲ ହୋଇଥିଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ ନିକଟରେ ଗିରଫ ହୋଇଥିବା ନେଇ ସତ୍ୟପାଠ…

ଶପଥ ନେଲେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ. ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜଷ୍ଟିସ ମୁରଲୀଧରଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ୍ତ…

ଜଷ୍ଟିସ ଏସ. ମୁରଲୀଧରଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ- ଓଡିଶା ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଛନ୍ତି । ଜଷ୍ଟିସ ଏସ. ମୁରଲୀଧରଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି । ସେ ବର୍ତମାନ ପଂଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଅଛନ୍ତି । ଓଡିଶା…