Browsing Tag

OSD to Odisha CM Dr Gopabandhu Dash’s Book ‘Chhaira Sabda’

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ‘ଛାଇର ଶଦ୍ଦ’,‘ସୂର୍ଯ୍ୟାସ୍ତ ପୂର୍ବରୁ’ ଦୁଇଟି ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସଠାରେ ଡଃ ଗୋପବନ୍ଧୁ ଦାସଙ୍କ କବିତା ସଂକଳନ ‘ଛାଇର ଶଦ୍ଦ’କୁ ଲୋକାର୍ପିତ କରିଛନ୍ତି। ଏଥିରେ ୮୩ଟି କବିତା ସ୍ଥାନିତ ହୋଇଛି। ସୂକ୍ଷ୍ମ ସୌନ୍ଦର୍ଯ୍ୟବୋଧ ସହିତ ଏହି କବିତାରେ ରହସ୍ୟମୟ ଅତିନ୍ଦ୍ରୀୟ ଭାବଜଗତ ଭିତରେ ଜୀବନର…