Browsing Tag

PMAY

ଗରିବ ଲୋକଙ୍କୁ ଘର ପାଇବାରୁ ବଞ୍ଚିତ ଲାଗି ବିଜେପି ଷଡଯନ୍ତ୍ର ଚଳାଇଛି : ବିଜେଡି

ଭୁବନେଶ୍ୱର: ଓଡିଶାର ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ( ପିଏମ୍‌ଏୱାଇ ) ଯୋଜନାରେ ଘର ପାଇବାରୁ ବଞ୍ଚିତ କରିବାପାଇଁ ବିଜେପିର ଷଡଯନ୍ତ୍ର ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁଃଖଦ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । ରାଜ୍ୟ ବିଜେପି ସଭାପତିଙ୍କ ସାମ୍ବାଦିକ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ କେନ୍ଦ୍ର ଉପରେ ବର୍ଷିିଲା ବିଜେଡି

ଭୁବନେଶ୍ୱର- ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ କେନ୍ଦ୍ର ଉପରେ ବର୍ଷିଛି ବିଜେଡି । ଦଳ ପକ୍ଷରୁ କୁହାଯାଇଛି ଯେ, ୨୦୧୯ ଫନି ବାତ୍ୟାରେ ରାଜ୍ୟର ୧୪ଟି ଜିଲ୍ଲା ପ୍ରଭାବିତ ହୋଇଥିଲା । ଭାଙ୍ଗିଥିବା ଘରର ପୁନରୁଦ୍ଧାର ପାଇଁ କେନ୍ଦ୍ର କହିଥିଲା । ୮ ଲକ୍ଷ ଘର ଯୋଗାଇ ଦେବାକୁ କୁହାଯାଇଥିଲା । ବାକି…