Browsing Tag

Possible drought

ସମ୍ଭାବ୍ୟ ମରୁଡି ସ୍ଥିତିର ମୁକାବିଲା ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର –ରାଜ୍ୟରେ ସମ୍ଭାବ୍ୟ ମରୁଡି ସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ସବୁ ଜିଲ୍ଲାପାଳ ଭିସି ଜରିଆରେ ଯୋଗ ଦେଇଛନ୍ତି । ରାଜ୍ୟର ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଯୋଗୁଁ ମରୁଡି ଆଶଙ୍କା…