Browsing Tag

Possible Flood Situation

ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ,ଆବଶ୍ୟକ ପଦକ୍ଷେପ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ଲଘୁଚାପ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ଗତ ଦୁଇ ଦିନ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ…