Browsing Tag

Puri Rath Yatra

ମହାପ୍ରଭୁଙ୍କ ନବଦିନ ବ୍ୟାପି ଯାତ୍ରା ସୁରୁଖୁରୁରେ ସରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି…

ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେଲା ରଥଟଣା , ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି ଦିବ୍ୟସିଂହ ଦେବ

ପୁରୀ- ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା । କଡା କୋଭିଡ କଟକଣାରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଳନ ହେଉଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ରଥଟଣା । ଶ୍ରୀଗୁଣ୍ଡିଚା ମନ୍ଦିରରୁ ଗୋଟି ପହଣ୍ଡିରେ ନାକଚଣା ଦ୍ୱାର ଦେଇ ଶ୍ରୀସୁଦର୍ଶନ, ପ୍ରଭୁ ବଳବଦ୍ର, ଦେବୀ ସୁଭଦ୍ରା ଓ…

ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ସନ୍ଧ୍ୟା ଦର୍ଶନ ଆଜି

ଆଷାଢ଼ ମାସ ଶୁକ୍ଳପକ୍ଷ ନବମୀ ତିଥୀର ସନ୍ଧ୍ୟାରେ ଆଡ଼ପ ମଣ୍ଡପ ଅର୍ଥାତ ଶ୍ରୀଗୁଣ୍ଡିଚା ମନ୍ଦିରରେ ଯେଉଁ ଦର୍ଶନ ହୁଏ, ତାକୁ ସନ୍ଧ୍ୟା ଦର୍ଶନ କୁହାଯାଏ। ଆଷାଢ଼ ଶୁକ୍ଳପକ୍ଷ ସପ୍ତମୀ ଓ ଅଷ୍ଟମୀ ତିଥିରେ ତିନିରଥର ଦକ୍ଷିଣୀ ମୋଡ଼ ପରେ ନବମୀ ତିଥିର ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିରରେ ଶେଷ ଗୁପ୍ତରାସ…