Browsing Tag

Puri Temple

ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମାରେ ଅନୁଷ୍ଠିତ ହୋଇଯାଇଛି ଶ୍ରୀଜୀଉଙ୍କ ଦ୍ୟୁତକ୍ରୀଡା ଉତ୍ସବ

ପୁରୀ: ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇ ଯାଇଛି। ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯାଇଥିଲା । ଏହାପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ଚଉଦୋଳରେ…

ଆଜି ଶ୍ରୀମନ୍ଦିର ସେବାୟତଙ୍କ କୋରୋନା ଟେଷ୍ଟ

ପୁରୀ- ଆଜି ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ୍ କରାଯାଉଛି । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଟିକାକରଣ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଶ୍ରୀମନ୍ଦିରକୁ କୋଭିଡ ନେଗେଟିଭ ରିପୋର୍ଟ ବିନା ଭକ୍ତଙ୍କୁ ଛଡାଯାଉଥିବାରୁ ସେବାୟତମାନେ କରୋନା ସଂକ୍ରମିତ ହେବା ଆଶଙ୍କା…