Browsing Tag

Raja Festival

ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

ଭୁବନେଶ୍ୱର-ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତଙ୍କ ସଚେତନତା ଓ ସହଯୋଗ କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ…