Browsing Tag

Rajya Sabha

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସଙ୍ଗରେ କେନ୍ଦ୍ରକୁ ଘେରିଲେ ସସ୍ମିତ ପାତ୍ର, କହିଲେ ଭୁଆଁ ବୁଲାଉଛି ବିଜେପି

ନୂଆଦିଲ୍ଲୀ – ଖାଦ୍ୟଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିଛି ବିଜେଡି । ରାଜ୍ୟସଭାରେ ଏ ପ୍ରସଙ୍ଗ ଉଠାଇ ବିଜେଡି ସଦସ୍ୟ ଡକ୍ଟର ସସ୍ମିତ ପାତ୍ର କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ କଡା ସମାଲୋଚନା କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

କୃଷକ ଆନ୍ଦୋଳନ ପ୍ରସଙ୍ଗରେ ରାଜ୍ୟସଭାରେ ସରକାରଙ୍କୁ ଘେରିଲେ ବିରୋଧୀ, କୃଷି ଆଇନ ପ୍ରତ୍ୟାହାର ଦାବି କଲେ

ନୂଆଦିଲ୍ଲୀ - ରାଜ୍ୟସଭାରେ ଆଜି ବିରୋଧୀ ପୁଣିଥରେ କୃଷକ ଆନ୍ଦୋଳନ ପ୍ରସଙ୍ଗରେ ସରକାରଙ୍କୁ ଘେରିଛନ୍ତି ଏବଂ ଏହି ଆଇନ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ବିଭିନ୍ନ ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ଜାନୁଆରୀ ୨୬ରେ ଲାଲ୍ କିଲ୍ଲାରେ ଜାତୀୟ ପତାକାକୁ ଅପମାନିତ କରିବା ଘଟଣାର ତଦନ୍ତ କରିବା…

ପାର୍ଲାମେଂଟରେ ଓଡିଶା ପ୍ରତି ରେଳବାଇର ବୈମାତୃକ ମନୋଭାବ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର- ସଂସଦର ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ବସିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବିଜେଡି ଯୋଗ ଦେଇ ରେଳବାଇ କ୍ଷେତ୍ରରେ ଓଡିଶା ପ୍ରତି କରାଯାଉଥିବା ଅବହେଳା ପ୍ରସଙ୍ଗ ଉଠାଇବ । ଏ ନେଇ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ସୂଚନା…

କୃଷି ବିଲ୍‌କୁ ବିଜେଡିର ବିରୋଧ, ସିଲେକ୍ଟ କମିଟିକୁ ପଠାଇବାକୁ ଦାବି

ନୂଆଦିଲ୍ଲୀ - ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କରିଛି ବିଜଡେି । କୃଷି ବିଲ୍‌ରେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭାଗ ଚାଷୀଙ୍କ ପାଇଁ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ନାହିଁ ବୋଲି ଦଳ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି । କୃଷି ସଂପର୍କିତ ବିଲ୍ ସବୁ ସିଲେକ୍ଟ କମିଟିକୁ ପଠାଇବା ପାଇଁ…