Browsing Tag

Rath Yatra 2021

ଶୃଙ୍ଖଳିତ ରଥଯାତ୍ରା ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସେବାୟତଙ୍କ ସହ ମିଶି ଗାଇଲେ…

ପୁରୀ- କୋରୋନା କଟକଣା ମଧ୍ୟରେ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ସୁରୁଖୁରୁରେ ସଂପନ୍ନ ହୋଇଥିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି । ମହାପ୍ରଭୁଙ୍କ ଆଶୀର୍ବାଦରୁ ରଥଯାତ୍ରା ନୀତିକାନ୍ତି ବିନା ବାଧାବିଘ୍ନରେ ସୁରୁଖୁରୁରେ ହୋଇଛି ଓ…

ଗଜପତିଙ୍କ ଛେରା ପହଁରା ପରେ ରଥଟଣା ଆରମ୍ଭ

ପୁରୀ-ଲଗାତର ଦ୍ୱିତୀୟ ବର୍ଷ କୋରୋନା କଟକଣା ଓ ବିନା ଭକ୍ତରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା । ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ରତ୍ନବେଦୀରୁ ଆସି ରଥାରୁଢ ହୋଇଛନ୍ତି ମହାବାହୁ । ବଡଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ଧାଡି ପହଣ୍ଡିରେ ଆସି ରଥରେ ବିଜେ…

ରଥଯାତ୍ରା ଉପଲକ୍ଷେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଶୁଭେଚ୍ଛା

ଭୁବନେଶ୍ୱର - ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ନିଜ ବାର୍ତ୍ତାରେ ରାଜ୍ୟପାଳ କହିଛନ୍ତି ଯେ, ଶ୍ରୀଜଗନ୍ନାଥ ଚେତନା ଓ ଦର୍ଶନରେ ମାନବିକତାର ଉତ୍ତରଣ ଓ ଅଧ୍ୟାତ୍ମ ଅନ୍ୱେଷଣର ମାର୍ଗ ରହିଛି । ସମାଜରେ ଏହା ଶାନ୍ତି, ମୈତ୍ରୀ, ପ୍ରେମ ଓ…

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ଶୁଭେଚ୍ଛା

ଭୁବନେଶ୍ୱର - ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ…

President, PM Greet People on Rath Yatra

New Delhi: President Ram Nath Kovind and Prime Minister Narendra Modi have extended their greetings to the people of the country on the auspicious occasion of Rath Yatra today. भगवान जगन्नाथ की रथ यात्रा के शुभ अवसर पर सभी देशवासियों,…

ରଥ,ପଥ ପ୍ରସ୍ତୁତ, ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତିନିର୍ଘଣ୍ଟ ଚୂଡାନ୍ତ

ପୁରୀ – ଲଗାତର ଦ୍ୱିତୀୟ ବର୍ଷ ପାଇଁ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ଆୟୋଜିତ ହେବାକୁ ଯାଉଛି ଶ୍ରୀଜିଉଙ୍କ ଘୋଷଯାତ୍ରା । ରଥ, ପଥ ସବୁ ପ୍ରସ୍ତୁତ । ତିନି ରଥ ଦକ୍ଷିଣମୋଡ ହୋଇ ସିଂହଦ୍ୱାର ସମ୍ମୁଖରେ ଲାଗିଛନ୍ତି । ଏଣେ ମହାପ୍ରଭୁଙ୍କ ରଥଯାତ୍ରା ନୀତିନିଘଣ୍ଟ ପ୍ରସ୍ତୁତ ହୋଇଛି । ଜୁଲାଇ…