Browsing Tag

RBI Governor Shaktikanta Das

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଉ ତିନି ବର୍ଷ ବୃଦ୍ଧି

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଉ ତିନି ବର୍ଷ ପାଇଁ ବୃଦ୍ଧି କରାଯାଇଛି। ବିଜେପି ନେତୃତ୍ଵାଧୀନ ଏନଡିଏ ସରକାର ଅମଳରେ ଶକ୍ତିକାନ୍ତ ହେଉଛନ୍ତି ପ୍ରଥମ ଆରବିଆଇ ଗଭର୍ଣ୍ଣର ଯାହାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଏକ ସରକାରୀ…