Browsing Tag

Rourkela Smart City

‘ବ୍ଲୁମବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଚୂଡ଼ାନ୍ତ ତାଲିକାରେ ରାଉରକେଲା, ମିଳିବ ୧ ନିୟୁତ ଆମେରିକୀୟ ଡଲାର ପୁରସ୍କାର

ରାଉରକେଲା: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି। ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ ଫିଲାନଥ୍ରପିକ୍ ସଂସ୍ଥା…