Browsing Tag

SJTA

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା: ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି । ଗତବର୍ଷ…

ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତିର ସମୀକ୍ଷା କଲେ ପୁରୀ ଜିଲ୍ଲାପାଳ, ଆଜି ରାତିରୁ ସହରରେ ୧୪୪ ଧାରା

ପୁରୀ - ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଲାଗି ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ସ୍ନାନପୂର୍ଣ୍ଣିମା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ସକାଳ ସାଢେ ୭ଟାରୁ ଜଳଲାଗି ହେବ । ସ୍ନାନପୂର୍ଣ୍ଣିମାରେ…

ବିନାଭକ୍ତରେ ସ୍ନାନ ଯାତ୍ରା, କାଲିଠାରୁ ପୁରୀରେ ୧୪୪ ଧାରା

ପୁରୀ- ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଂଚିଥିବା ବେଳେ ଆସନ୍ତାକାଲି ସହରରେ ୧୪୪ ଧାରା ଜାରି ହେବ । ଏଥର ବିନା ଭକ୍ତରେ ସ୍ନାନ ଯାତ୍ରା ହେଉଥିବାରୁ ଭିଡ ଯେମିତିନ ହେବ, ସେଥିପାଇଁ ୨୩ ତାରିଖ ରାତି ୧୦ଟାରୁ ୧୪୪ ଧାରା ଜାରି କରାହେବ । ୨୫…

ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନୀତିନିର୍ଘଂଟ ଚୂଡାନ୍ତ

ପୁରୀ – ଛତିଶା ନିଯୋଗ ବୈଠକରେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନୀତିକାନ୍ତି ସମୟ ଚୂଡାନ୍ତ ହୋଇଛି । ବିନାଭକ୍ତରେ ହେବ ଉଭୟ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା । ସୀମିତ ସଂଖ୍ୟକ ସେବକଙ୍କୁ ନେଇ ହେବ ନୀତିକାନ୍ତି । ସ୍ନାନପୂର୍ଣ୍ଣିମା ପାଇଁ ସ୍ଥିର ହୋଇଥିବା ନୀତିନିର୍ଘଂଟ ଅନୁସାରେ-…

ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ନିଷ୍ପତ୍ତି : ଜୁଲାଇ ୨୫ ଯାଏ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ, ୮ଟି ଦ୍ୱାରର…

ପୁରୀ- ଜୁଲାଇ ୨୫ ତାରିଖ ଯାଏ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ବିନାଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ପରେ ପରବର୍ତ୍ତୀ…

ଦେବସ୍ନାନ ପୂର୍ଣ୍ଣିମା ନେଇ ଦଇତାପତି ନିଯୋଗ ସହ ଆଲୋଚନା କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ – ଆସନ୍ତା ଦେବସ୍ନାନ ପୂର୍ଣ୍ଣିମା ନେଇ ଦଇତାପତି ନିଯୋଗ ସହ ଆଲୋଚନା କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର । କୋଭିଡ କଟକଣାରେ ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି କିଭଳି ପରିଚାଳନା ହେବ,ସେ ନେଇ ଆଲୋଚନା କରାଯିବ । ସୂଚନାଯୋଗ୍ୟ ଯେ, ଏ ବର୍ଷ ମଧ୍ୟ କୋଭିଡ…