Browsing Tag

Sourav Ganguly

ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

କୋଲକାତା - ଭାରତର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହଠାତ୍ ଅସୁସ୍ଥ ହୋଇ ପଡିଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗାଙ୍ଗୁଲିଙ୍କୁ କୋଲକାତାର ଉଡଲାଣ୍ଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗାଙ୍ଗୁଲି ସକାଳେ ଜିମ୍ ଯାଇଥିଲେ। ସେଠାରେ ସେ…