Browsing Tag

SRC

ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ୫ ତାରିଖ ମଧ୍ୟାହ୍ନରେ ପୁରୀ ନିକଟରେ ଲ୍ୟାଣ୍ଡଫଲ୍‌, ସରକାରୀ କର୍ମଚାରୀଙ୍କ ଛୁଟି…

ଭୁବନେଶ୍ୱର-ବାତ୍ୟା ‘ଜୱାଦ’ରେ ପରିଣତ ହୋଇଛି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ । ଆଜି ପୂର୍ବାହ୍ନରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସନିଟରେ ଏହି ସୂଚନା ଦେଇଛନ୍ତି । ବାତ୍ୟା ଆସନ୍ତାକାଲି ସକାଳ ସୁଦ୍ଧା…

ପୁରୀ ଜିଲ୍ଲାରେ ଲ୍ୟାଣ୍ଡଫଲ୍ କରିପାରେ ସମ୍ଭାବ୍ୟ ବାତ୍ୟା, ଆଜି ମଧ୍ୟରାତ୍ରିରୁ ବଢିବ ବର୍ଷା, ୪ ଜିଲ୍ଲାକୁ ରେଡ୍…

ଭୁବନେଶ୍ୱର – ବଙ୍ଗୋର ସାଗରରେ ଗଭୀର ଅବପାତ ୮ରୁ ୧୦ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ । ପ୍ରେସମିଟରେ ଏ ନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ପୁରୀ ଜିଲ୍ଲାର କୌଣସି ସ୍ଥାନରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ସେ କହିଛନ୍ତି । ୪ ତାରିଖ ସଂଧ୍ୟା କିମ୍ବା ୫ ତାରିଖ ଦିନ ସକାଳେ…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର, ଆଜି ବିଭିନ୍ନ ଜିଲ୍ଲାକୁ ପଠାଯିବ ରେସପନ୍ସ ଟିମ୍

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ତତ୍ପର ହୋଇ ଉଠିଛି ରାଜ୍ୟ ପ୍ରଶାସନ । ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ବାତ୍ୟା ମୁକାବିଲା ପାଇଁ ଆଜିଠାରୁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାକୁ ରେସପନ୍ସ ଟିମ୍ ପଠାଯିବାକୁ ନିଷ୍ପତ୍ତି ହୋଇଛି । ଆବଶ୍ୟକ ଅନୁସାରେ ୨୦ଟି ଓଡ୍ରାଫ ଟିମ୍…

ସମ୍ଭାବ୍ୟ ଲଘୁଚାପ ବର୍ଷାର ମୁକାବିଲା ନେଇ ତତ୍ପରତା, ଅମଳ ଧାନର ସୁରକ୍ଷା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର- ରାଜ୍ୟରେ ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ତତ୍ପରତା ଦେଖାଇଛନ୍ତି ସରକାର । ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ମଣ୍ଡିରେ ଧାନ ଥିଲେ ଘୋଡାଇ ରଖିବାକୁ ନିର୍ଦ୍ଦେଶ…

ଦୀପାବଳୀରେ ବାଣ ବିକ୍ରି ଓ ଫୁଟାଇବା ନେଇ ଆଜି ଏସଆରସିଙ୍କ ଗାଇଡଲାଇନ ଆସିବା ସମ୍ଭାବନା

ଭୁବନେଶ୍ୱର- ଦୀପାବଳୀରେ ବାଣ ବିକ୍ରି ଓ ଫୁଟାଇବା ନେଇ ଆସି ଏସଆରସିଙ୍କ ଗାଇଡଲାଇନ ଆସିବା ସମ୍ଭାବନା ରହିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏସଆରସି ଗାଇଡଲାଇନ ଜାରି କରିପାରନ୍ତି । କୋରୋନା ସଂକ୍ରମଣ ପାଇଁ ଗତମାସ ୩୦ ତାରିଖରେ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ପ୍ରତିବନ୍ଧକ…