Browsing Tag

Tara Tarini Temple to Reopen

ଦୀର୍ଘ ୯ ମାସର ପ୍ରତୀକ୍ଷାର ଅନ୍ତ, ଭକ୍ତଙ୍କ ପାଇଁ ଖୋଲିଲା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ତାରାତାରିଣୀ ପୀଠ

ବ୍ରହ୍ମପୁର-ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଭକ୍ତଙ୍କ ପାଇଁ ପୁଣି ଖୋଲିଛି ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା’ ତାରାତାରିଣୀ ପୀଠ । ଆଜିଠାରୁ ଭକ୍ତମାନେ ମା’ଙ୍କୁ ଦର୍ଶନ କରିପାରିବେ । କୋଭିଡ କଟକଣା ସହ ଭକ୍ତଙ୍କୁ ମନ୍ଦିରକୁ ଛଡାଯାଇଛି । ସମସ୍ତ ଭକ୍ତ ଓ ସେବାୟତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…