Browsing Tag

Van Mahotsav

ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ବନ ମହୋତ୍ସବ ସପ୍ତାହ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମନୁଷ୍ୟ ଜୀବନ ଓ ଜୀବିକା ପାଇଁ ବୃକ୍ଷର ଅବଦାନ ଅତୁଳନୀୟ । ସୁସ୍ଥ ଓ ସୁନ୍ଦର ସବୁଜିମା ସୃଷ୍ଟି ପାଇଁ…