ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ
ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ। ସମ୍ବଲପୁର ଭୂଖଣ୍ଡରେ ସିଏ ଥିଲେ ସ୍ପର୍ଧିତ ସ୍ବାଭିମାନର ସ୍ବର । ସିପାହୀ ବିଦ୍ରୋହକୁ ଯଦି ଭାରତୀୟ ମୁକ୍ତି ସଂଗ୍ରାମର ପ୍ରଥମ ଉଦ୍ୟମ ବୋଲି କୁହାଯାଏ ତେବେ ନିଶ୍ଚିତ ତାହା ସୁରେନ୍ଦ୍ରଙ୍କ ପ୍ରତି ଅନ୍ୟାୟ ହେବ। କାରଣ ତା’ର ବହୁବର୍ଷ ପୂର୍ବରୁ ସେ ଇଂରେଜ…